oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଢେଙ୍କାନାଳ ସିଭିଲ କୋର୍ଟ ୭୨ ଘଣ୍ଟା ଯାଏଁ ସିଲ୍‌, ଏକାଧିକ କୋଭିଡ଼ ପଜିଟିଭ୍ ଚିହ୍ନଟ ପରେ ଆକ୍ସନ

24/01/2022 at 12:40 PM

ଢେଙ୍କାନାଳ ୨୪।୦୧:  ଢେଙ୍କାନାଳ ସିଭିଲ କୋର୍ଟ ସିଲ୍‌ । ଏକାଧିକ କୋଭିଡ଼ ପଜିଟିଭ ଚିହ୍ନଟ ହେବା ପରେ ୭୨ ଘଣ୍ଟା ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିବା ସିଲ୍‌ କଲା ପୌର ପ୍ରଶାସନ । ଏହି ସମୟରେ ପୁରା କୋର୍ଟ ପରିସର କାହାର ପ୍ରବେଶ ଉପରେ କଟକଣା ରହିଛି । ଯଦି କେହି ଏହାର ଉଲ୍ଲଂଘନ କରନ୍ତି । ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ,  ଢେଙ୍କାନାଳ ସିଭିଲ କୋର୍ଟରେ ଏକାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପର୍ଯ୍ୟାୟକ୍ରମଏ କୋର୍ଟର ପ୍ରାୟ ୧୦ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହାଫଳରେ  ସିଭିଲ କୋର୍ଟ ପରିସରକୁ ଆଜି ଠାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି । ଏପିରିକି ଆଗାମୀ ୭୨ ଘଣ୍ଟା ପାଇଁ କୋର୍ଟକୁ ପୌର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି । ଆଗାମୀ ୨୭ ତାରିଖ ସକାଳ ୭ଟା ଯାଏଁ କୋର୍ଟ ପରିସର ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ରହିବ ।

   Related Posts