AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

3/12/2020 at 11:08 AM

ଭୁବନେଶ୍ବର ୩।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୦୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୩୩୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୫୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୧୯୮୫୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts