ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ରାଜ୍ୟରେ ଆଉ ୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୭୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

7/12/2020 at 11:54 AM

ଭୁବନେଶ୍ବର ୫।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୫୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୮୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ସେହିପରି କରୋନାରେ ୧୭୭୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୮୦୯୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts