oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ଛୁଇଁଲା ୧୭୮୯

9/12/2020 at 12:46 PM

ଭୁବନେଶ୍ବର ୯।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୨୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୬୯୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୮୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୨୫୦୫୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts