ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୪୬ ଛୁଇଁଲା ମୃତକଙ୍କ ସଂଖ୍ୟା

23/12/2020 at 12:18 PM

ଭୁବନେଶ୍ବର ୨୩।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୭୦୦୫୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts