ଭୁବନେଶ୍ବର ୨୬।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
wp:html/wp:html wp:htmlRegret to inform the demise of four numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) December 26, 2020
1.A 58-year-old female of Balasore district who was also suffering from Hypertension & Hypothyroidism.
/wp:html wp:html2.A 55-year-old female of Bhubaneswar who was also suffering from Diabetes Mellitus.
— H & FW Dept Odisha (@HFWOdisha) December 26, 2020
3.A 57-year-old male of Mayurbhanj district who was also suffering from Chronic Kidney Disease.
/wp:html4.A 71-year-old female of Sundargarh district who was also suffering from Ischemic Heart Disease.
— H & FW Dept Odisha (@HFWOdisha) December 26, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୩୩୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୭୯୯୯୫୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।