oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ରାଜ୍ୟରେ ଆଉ ୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୭୩ ଛୁଇଁଲା ମୃତକଙ୍କ ସଂଖ୍ୟା

31/12/2020 at 12:38 PM

ଭୁବନେଶ୍ବର ୩୧।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୫୧୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୪୬୯୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts