oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୦ ଛୁଇଁଲା ମୃତକଙ୍କ ସଂଖ୍ୟା

8/02/2021 at 12:05 PM

ଭୁବନେଶ୍ବର ୮।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ବାଲେଶ୍ବର ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୬୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୨୯୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୮୮୪୮୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts