oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି

17/08/2020 at 11:02 AM

ଭୁବନେଶ୍ବର ୧୭।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts