vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟି ବନ୍ଦ କରି ବ୍ୟାଟିଂ କର, ପଡିଆରେ ଜନି ବେୟରଷ୍ଟୋଙ୍କ- ବିରାଟ କୋହଲି ମୁହାଁମୁହିଁ, ଭିଡିଓ ଭାଇରାଲ
  • ||
  • ମହାରାଷ୍ଟ୍ର ରାଜନୀତି : ଆଜି ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ଏକନାଥ, ସେପଟେ ଅଡୁଆରେ ଠାକରେ ଗୋଷ୍ଠୀ
  • ||
  • ୨୪ ଘଣ୍ଟାରେ ଲଘୁଚାପ ବଳୟ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ରୋହିତ ଶର୍ମା ଫିଟ୍, ସୁସ୍ଥ ହେଲା ପରେ କରୁଛନ୍ତି ପ୍ରାକ୍ଟିସ୍
  • ||
  • ଖାଲି ଶତକ ନୁହେଁ, ବଡ ସ୍କୋର କରିବାରେ ମଧ୍ୟ ବିରାଟ ବିଫଳ : ଏଜବେଷ୍ଟନ୍ ଟେଷ୍ଟରେ ବି ଫ୍ଲପ୍ ରନ୍ ମେସିନ୍
  • ||

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି

25/08/2020 at 10:41 AM

ଭୁବନେଶ୍ବର ୨୫।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ବର, ବଲାଙ୍ଗୀରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୬୯୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୨୧୯୫୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts