ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି
31/08/2020 at 10:39 AM

ଭୁବନେଶ୍ବର ୩୧।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Regret to inform of the demise of ten Covid positive patients while under treatment in hospitals.
— H & FW Dept Odisha (@HFWOdisha) August 31, 2020
1.A 56 year old male of Bhubaneswar who was also suffering from Diabetes & Hypertension, Post Angioplasty Status.
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ୩ ଜଣ ଲେଖାଏଁ । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
4.A 58 year old male of Kandhamal who was also suffering from Diabetes & Hypertension.
— H & FW Dept Odisha (@HFWOdisha) August 31, 2020
5.A 42 year old male of Kandhamal who was also suffering from Hepatitis B & Typhoid fever.
6.A 60 year old female of Khordha district.
10.A 71 year old male of Sundergarh district who was also suffering from Diabetes & Hypertension.
— H & FW Dept Odisha (@HFWOdisha) August 31, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୩୨୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୧୭୮୯୪୩୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।