vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି

31/08/2020 at 10:39 AM

ଭୁବନେଶ୍ବର ୩୧।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ୩ ଜଣ ଲେଖାଏଁ । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୧୭୮୯୪୩୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts