କୋଭିଡ୍‌ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ

Published By : Prameya-News7 Bureau | January 11, 2022 IST

ଭୁବନେଶ୍ୱର, ୧୧/୦୧: ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତ ନାଗରିକ ଏଥିପାଇଁ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ବେଳେ ରାଜ୍ୟରେ ଟିକାକରଣ ଜୋରଦାର୍‌ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।  

ଟିକା ନେଇ ନଥିବା ଲୋକେ ଶିଘ୍ର ଟିକା ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ କୋଭିଡ୍‌ ନିୟମକୁ ହେଳା ନକରି କଡ଼ାକଡ଼ି ଭାବେ ପାଳନ କରିବାକୁ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.