ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୁରତିଙ୍କୁ ଦର୍ଶନ କଲେ କ୍ରିକେଟର ହରଭଜନ ସିଂହ

28/09/2022 at 6:44 PM

ପୁରୀ ୨୮/୦୯: ପୁରୀରେ ଭାରତର ବରିଷ୍ଠ କ୍ରିକେଟ ଖେଳାଳି ହରଭଜନ ସିଂ। ଆଜି ଅପରାହ୍ଣରେ ହରଭଜନ ସିଂ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। ଏହାସହ ମା ବିମଳା ଓ ମହାଲକ୍ଷ୍ମୀଙ୍କ ସହ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ମଧ୍ୟ କରିଛନ୍ତି। ତେବେ ମହାପ୍ରଭୁଙ୍କ ଦର୍ଶନ ପରେ ହରଭଜନ ଭୁବନେଶ୍ୱର ଫେରିଯାଇଛନ୍ତି କରିଛନ୍ତି। 

   Related Posts