oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଗ୍ୟାଙ୍ଗଷ୍ଟର ଟିଟୋ ଘରେ କ୍ରାଇମ୍‌ବ୍ରାଞ୍ଚ ରେଡ୍

19/06/2019 at 10:51 AM

କେନ୍ଦ୍ରାପଡା ୧୯|୬: ଗ୍ୟାଙ୍ଗଷ୍ଟର ଟିଟୋ ଘରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି । ଟିଟୋର କେନ୍ଦ୍ରାପଡା ଦିଲାରପୁର ସ୍ଥିତ ଘର ଉପରେ ଭୋର ୪ ଟାରେ ଚଢାଉ କରିଛି କ୍ରାଇମ୍‌ବ୍ରାଞ୍ଚ ଟିମ୍ । ଟିଟୋର ଦୁଇ ଭାଇଙ୍କୁ ଉଠାଇ ନେଇଛି କ୍ରାଇମ୍‌ବ୍ରାଞ୍ଚ । ଟିଟୋର ବେଆଇନ ବ୍ୟବସାୟରେ ସମ୍ପୃକ୍ତି ନେଇ ଏହି ଚଢାଉ ହୋଇଥିବା ସୂଚନା ମିଳିଛି ।

   Related Posts