ଗ୍ୟାଙ୍ଗଷ୍ଟର ଟିଟୋ ଘରେ କ୍ରାଇମ୍ବ୍ରାଞ୍ଚ ରେଡ୍
19/06/2019 at 10:51 AM

କେନ୍ଦ୍ରାପଡା ୧୯|୬: ଗ୍ୟାଙ୍ଗଷ୍ଟର ଟିଟୋ ଘରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି । ଟିଟୋର କେନ୍ଦ୍ରାପଡା ଦିଲାରପୁର ସ୍ଥିତ ଘର ଉପରେ ଭୋର ୪ ଟାରେ ଚଢାଉ କରିଛି କ୍ରାଇମ୍ବ୍ରାଞ୍ଚ ଟିମ୍ । ଟିଟୋର ଦୁଇ ଭାଇଙ୍କୁ ଉଠାଇ ନେଇଛି କ୍ରାଇମ୍ବ୍ରାଞ୍ଚ । ଟିଟୋର ବେଆଇନ ବ୍ୟବସାୟରେ ସମ୍ପୃକ୍ତି ନେଇ ଏହି ଚଢାଉ ହୋଇଥିବା ସୂଚନା ମିଳିଛି ।
Related Posts
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
25 September 2023
ତୁଟୁନି ବର୍ଷା-ଅନୁଭବ ଅଡ଼ୁଆ, ପ୍ରଥମ ଦିନ ସରିଲା ଷ୍ଟାର ଦମ୍ପତିଙ୍କ କାଉନସେଲିଂ
25 September 2023
ରୋହିତ ପୂଜାରୀ ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି
25 September 2023
ଲଘୁଚାପ ଜନିତ ଲଗାଣ ବର୍ଷା : ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ
25 September 2023