ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ନବ ଦାସ ହତ୍ୟା ମାମଲା, ଗୋପାଳ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍‌

31/01/2023 at 2:08 PM

ବ୍ରହ୍ମପୁର ୩୧।୦୧ : ନବ ଦାସଙ୍କୁ ଗୁଳିକରି ହତ୍ୟା ଘଟଣା । ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସଙ୍କ ପୈତୃକ ଘରେ କ୍ରାଇମବ୍ରାଞ୍ଚ୍ ଟିମ୍। ବିଏନ୍‌ପୁର ଥାନା ଜଳେଶ୍ଵର କଖଣ୍ଡିରେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ ପହଞ୍ଚି ତଦନ୍ତ କରୁଛି ।

ସେହିପରି ଗୋପାଳ ଦାସଙ୍କ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚୁରା କରୁଛି କ୍ରାଇମବ୍ରାଞ୍ଚ। ଡିଏସପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଟିମ୍ ତଦନ୍ତ କରୁଛି। ଏହି ଟିମ୍‌ରେ ବ୍ରହ୍ମପୁର ପୋଲିସର ଜଣେ ମହିଳା ଡିଏସପି ମଧ୍ୟ ସାମିଲ ଅଛନ୍ତି।

ସୂଚନାଯୋଗ୍ୟ ଯେ, ଅଭିଯୁକ୍ତ ଗୋପାଳଙ୍କୁ ୨୦୧୩ ମସିହାରେ ବନ୍ଧୁକ ଇସ୍ୟୁ ହୋଇଥିଲା। ଏକ 9MM  ପିସ୍ତଲ ସହ ୨୪ ରାଉଣ୍ଡ ଗୁଳି ଦିଆଯାଇଥିଲା। ପରେ ୨୦୨୦ ମସିହାରେ ପୁରୁଣା ଗୁଳିକୁ ବଦଳାଇ ନୂଆ ଗୁଳି ବି ଦିଆଯାଇଥିଲା। ୨୦୨୨ ଡିସେମ୍ବରରେ ରେଞ୍ଜ କୋର୍ସ ଫାଇରିଂରେ ଗୋପାଳ ଦାସ ଯୋଗ ଦେଇଥିଲେ।

ଏହି ଖବରଟିକୁ ବି ପଢନ୍ତୁ-

   Related Posts