ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ନଦୀ ଘାଟରେ ବୁଲୁଛି କୁମ୍ଭୀର, ଭୟରେ ସ୍ଥାନୀୟଲୋକେ

12/12/2021 at 1:33 PM

ଆଠଗଡ଼ ୧୨।୧୨: ନଦୀ ଘାଟରେ ବୁଲୁଛି କୁମ୍ଭୀର। କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ଡିମିରିଆ ମହାନଦୀ ଘାଟରେ ୨ଟି କୁମ୍ଭୀର ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଛନ୍ତି। ଯାହାଫଳରେ ଗ୍ରାମବାସୀମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି ।

ସେହିପରି ଅଖପାଖ ଅଞ୍ଚଳର ଲୋକମାନେ ମହାନଦୀକୁ ନଯିବା ପାଇଁ ବନ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ଦୁଇଟି କୁମ୍ଭୀର ସାତକୋଶିଆ ଗଣ୍ଡରୁ ଆସିଥିବା ଅନୁମାନ କରାଯାଉଛି।

   Related Posts