Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗିରଫ ହେଲେ କନ୍ନଡ଼ ଅଭିନେତା ଚେତନ କୁମାର, ହିନ୍ଦୁ ଧର୍ମକୁ ନେଇ କରିଥିଲେ ବିବାଦୀୟ ପୋଷ୍ଟ୍‌
  • ||
  • ଖୋର୍ଦ୍ଧା : ଟ୍ରକକୁ ପଛରୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଧର୍ମଗଡ଼ : ବନୀକରଣ ନାଁରେ ଦୁର୍ନୀତି, ଜେଲ୍‌ ଗଲେ ଦୁଇ ପୂର୍ବତନ ବନ ଅଧିକାରୀ
  • ||
  • ମୁମ୍ବାଇ : କିରଣ ଖେର୍‌ କୋଭିଡ଼ ପଜିଟିଭ୍‌, ଟ୍ୱିଟ୍‌ ଜରିଆରେ ଲୋକଙ୍କୁ କଲେ ଖାସ୍‌ ଅପିଲ୍‌
  • ||
  • ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବର୍ଷା କମିବ, ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବ
  • ||

ଜୟପୁର ଯିବେ ମୁଖ୍ୟ ଶାସନ ସଚିବ, ବିଭିନ୍ନ ଉନ୍ନୟନ ମୂଳକ କାମର କରିବେ ସମୀକ୍ଷା

25/02/2023 at 10:19 AM

ଜୟପୁର ୨୫/୦୨: ଦୁଇ ଦିନିଆ କୋରାପୁଟ ଗସ୍ତରେ ଯିବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଦିନିଆ କୋରାପୁଟ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।

ଏହି ଗସ୍ତ ସମୟରେ ପ୍ରଥମ ଦିନରେ ଜୟପୁରର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଗୁପ୍ତେଶ୍ୱେରରେ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବେ । ଦ୍ୱିତୀୟ ଦିନରେ ଦେଓମାଳି ସମେତ କୋଟିଆ ଗସ୍ତର କାର୍ଯ୍ୟକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

   Related Posts