oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଛତ୍ରବଜାର ପୋଲ ଭୁଷୁଡିବା ଘଟଣାର ଆରଡିସି ସ୍ତରୀୟ ତଦନ୍ତ ଆରମ୍ଭ

18/03/2022 at 11:26 AM

କଟକ ୧୮/୦୩ : ଗତ ୯ ତାରିଖରେ କଟକ ଛତ୍ରବଜାର ପୋଲ ଭୁଷୁଡିବା ଘଟଣାରେ ଆରମ୍ଭ ହୋଇଛି ଆରଡିସି ସ୍ତରୀୟ ତଦନ୍ତ । ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣର ଓ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଗତ ୯ତାରିଖରେ ଛତ୍ରବଜାର ପୋଲର କିଛି ଅଂଶ ଭୁଷୁଡି ପଡିଥିଲା ।

ଏହି ପୋଲ ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ଏହି ଘଟଣା ରେ ଆରଡିସି ସ୍ତରୀୟ ତଦନ୍ତ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଘଟଣାରେ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଏ ଯାଏଁ ଦୋଷୀଙ୍କ ବିରୋଧରେ ହୋଇନାହିଁ କାର୍ଯ୍ୟାନୁଷ୍ଠାନ । ସେପଟେ ଏହି ଘଟଣାରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ବସି ପଡିଛି ।

   Related Posts