oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ଚାଲିଛି ସେତୁ ନିର୍ମାଣ, କିନ୍ତୁ ଦବିଲାଣି ପିଲର

3/10/2020 at 12:51 PM

ସାଲେପୁର ୦୩।୧୦ : ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଦବିଗଲା ପିଲର । କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ  ରାମେଶ୍ୱର-ଜରିପଡ଼ା ନିକଟରେ ଥିବା ପୋଲରେ ଘଟିଛି ଘଟଣା ।

ବିରୂପା ନଦୀ ଉପରେ ଏକ ନୂତନ ସେତୁର ନିର୍ମାଣ କାର୍ଯ୍ୟ ଜାରି ରହିଥିଲା । କିନ୍ତୁ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ସେତୁର ୩ନଂ  ପିଲର ଦବି ଯାଇଥିବାର ଦେଖିବାକୁ ମିଳିଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଓ ଭୟର ବାତାବରଣ ସୃଷ୍ଟି ହୋଇଛି ।

 ୨୦୧୮ ମସିହାରେ ସେତୁର ଶିଳାନ୍ୟାସ ହୋଇଥିଲା । ପ୍ରାୟ ୧୩କୋଟି ଟଙ୍କା ବ୍ୟୟ ବରାଦରେ ଏହାର ନିର୍ମାଣ କାର୍ଯ୍ୟ ଜାରି ରହିଥିଲା । କିନ୍ତୁ ସେତୁର ନିର୍ମାଣ କାର୍ଯ୍ୟ ନସରୁଣୁ ପିଲାର ଦବିବାକୁ ଲାଗିଲାଣି। ନିମ୍ନମାନର କାର୍ଯ୍ୟ ଯୋଗୁଁ ପିଲର ଦବି ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଏକ ଉଛସ୍ତରୀୟ ତଦନ୍ତ ହେଲେ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

   Related Posts