ମେଷ - ଷଷ୍ଠ ଚନ୍ଦ୍ର ଯୋଗୁଁ ସବୁ ପ୍ରକାର ଶୁଭ ଦାୟକ । ବନ୍ଧୁ ମିଳନର ଯୋଗରହିବ। ବ୍ୟବସାୟରେ ଇଚ୍ଛାକୃତ ଲାଭ ପାଇବା ପରେ ଆପଣ ବହୁତ ଖୁସି ହେବେ । ଆପଣଙ୍କ ସ୍ୱାସ୍ଥ୍ୟ ବିଷୟରେ ସଚେତନ ରୁହନ୍ତୁ । । ବିଦ୍ୟାର୍ଥୀ ମାନେ ପାଠ କୁ ଅଧିକ ଗୁରୁତ୍ଵ ଦେବେ।
ବୃଷ - ଜୀବନ ଉତ୍ତମ ରହିବ ହେଲେ ମଧ୍ୟ ମନ ସାମାନ୍ୟ ଚିନ୍ତାରେ ରହି ପାରେ । ଶାରୀରିକ ଅସୁସ୍ଥତା ମଧ୍ୟ କିଛି ଦେଖା ଦେବ । ବ୍ୟବସାୟରେ ଯାତ୍ରା କରି ପାରନ୍ତି ଯାହା ଆପଣଙ୍କୁ ଲାଭଦାୟକ ହେବ । ବିଦ୍ୟାର୍ଥୀ ମାନେ ଲାଭବାନ ହେବେ ।
ମିଥୁନ - ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ । ଅଙ୍ଗରେ କୌଣସି ଆଘାତ ଲାଗିପାରେ । ଅପଦସ୍ତ ହେବାରୁ ନିଜକୁ ରୋକନ୍ତୁ । ମାନସିକ ଚିନ୍ତାରେ ରହି ନିଷ୍ପତି ନେବେ । ଛାତ୍ର ଛାତ୍ରୀ ମାନେ ବ୍ୟସ୍ତତାରେ ଦିନ କାଟିବେ। ବ୍ୟବସାୟ ମଧ୍ୟମ ଫଳ ଦେବ । ଦାମ୍ପତ୍ୟ ଜୀବନରେ କଳହ। ଲାଗିପାରେ ।
କର୍କଟ - ତୃତୀୟ ଚନ୍ଦ୍ର ଯୋଗ ରହି ଥିବାରୁ , ଦିନଟି ଖୁସିରେ କଟିବ ଭ୍ରମଣର ଯୋଗ ରହିବ । କୌଣସି ସ୍ଥାନରୁ ସମ୍ମାନର ଅଧିକାରୀ ହେବେ । ଚାକିରିରେ ପଦୋନ୍ନତି ମିଳିବ । ଲାଗିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି । ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ଲାଭ କରିବେ।
ସିଂହ - କୌଣସି କାର୍ଯ୍ୟ କିମ୍ବା ବସ୍ତୁକୁ ନେଇ ଆଶାବାଦୀ ହୋଇ ରହିବେ। ଜୀବନରେ କରିଥିବା ଭଲ କର୍ମ ଗୁଡ଼ିକର ଫଳ ପ୍ରାପ୍ତ ହେବ । ଆୟର ଯୋଗ ଉତ୍ତମ ରହିବ । ବ୍ୟାପାରରେ ଅଧିକ ଲାଭ ଯୋଗ ରହିଛି । ପତ୍ନୀଙ୍କ ସହ ଆଲୋଚନା କରି କିଛି ନୂଆ କରିବାକୁ ମନସ୍ଥ କରିବେ ।
କନ୍ୟା - ମନ ପ୍ରସନ୍ନ ଓ ପ୍ରଫୁଲ୍ଲ ରହିବ । ଉତ୍ତମ ଫଳ ଲାଭ ହେବ ।ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରି ରେ ପଦୋନ୍ନତି ଘଟିବ । ବ୍ୟବସାୟ ରେ ଅଧିକ ଅର୍ଥ ଲାଭ ର ଯୋଗ ର ହିଛି । ମାନ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ଅଧିକ ମନୋନିବେଶ କରିବେ ।
ତୁଳା - ଦ୍ଵାଦଶ ଚନ୍ଦ୍ର ରହିଥିବାରୁ , ଶାରୀରିକ ସମସ୍ୟା ଦେଖା ଦେବ ।ତଳିପେଟ ରେ ଯନ୍ତ୍ରଣା ଦେଖା ଦେବ ଆର୍ଥିକ ବ୍ୟୟ ରେ ଦିନଟି କଟିବ। ବଡ଼ ସଫଳତା ମିଳି ନ ପାରେ । ସ୍ବାସ୍ଥ୍ୟ ଅବସ୍ଥା ମଧ୍ୟମ ରହିବ ।ଅଧିକ ପରିଶ୍ରମରେ ଦିନଟି କଟିବ । ବିଦ୍ୟାର୍ଥୀ ଅମାନଯୋଗି ହୋଇ ପାରନ୍ତି।
ବିଛା - ଏକାଦଶ ଚନ୍ଦ୍ର ରେ ସର୍ବ କାର୍ଯ୍ୟ ସଫଳ ହେବା ସହ ଗୃହ ରେ ନୂତନ କାର୍ଯ୍ୟ ଆରମ୍ଭ ହେବ ।ଦିନଟି ରେ ବହୁତ୍ ଭଲ ଯୋଗ ରହିଛି । ରାଜନୀତି ରେ ସଫଳତା ପ୍ରାପ୍ତି ହେବ । ଛାତ୍ର ଛାତ୍ରୀ ମାନେ ପରୀକ୍ଷା ରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ ଆଗକୁ ବଢିବ ।
ଧନୁ - ଦଶମ ଚନ୍ଦ୍ର ରେ ସର୍ବ କର୍ଯ୍ୟ ସଫଳ ଚନ୍ଦ୍ର ରେ ସର୍ବଚାକିରି କ୍ଷେତ୍ର ରେ ସମ୍ମାନ ଓ ପଦୋନ୍ନତି ର ଯୋଗ ରହିଛି । ଗୃହ କୁ ବନ୍ଧୁ ଙ୍କ ଆଗମନ ହୋଇପାରେ । ବ୍ୟବସାୟ ରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀ ମାନେ ଲାଭବାନ ହେବେ ।
ମକର - ଦିନଟି ଆପଣଙ୍କୁ ମଧ୍ୟମ ଫଳ ଦେବ ।ଶତ୍ରୁ ଭୟ ରହିବ । ଚିନ୍ତାକୁ ଦୂରୀଭୂତ କରନ୍ତୁ । ଧନ ଲାଭର ସଂଯୋଗ ରହିଛି । ଖର୍ଚ୍ଚ ମଧ୍ୟ ଅଧିକ ହୋଇ ପାରେ । ଛାତ୍ର ଛାତ୍ରୀ ମାନେ ଭବିଷ୍ୟତ ଚିନ୍ତାରେ ରହିବେ । ଦାମ୍ପତ୍ୟ ଜୀବନରେ ମନମାଳିନ୍ୟ ଦେଖା ଦେଇ ପାରେ ।
କୁମ୍ଭ - ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ଅଙ୍ଗରେ ଆଘାତ ଲାଗିପାରେ । ବ୍ୟବସାୟରେ ଧୀର ବୃଦ୍ଧି ହେବ । ଆୟ ଠାରୁ ବ୍ୟୟ ବଢିବ ରହିବ । ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡି ପାରେ । ଭ୍ରମଣ ଯୋଗ ରହିଛି । ପରିବାରରେ ସାମାନ୍ୟ ସ୍ବାସ୍ଥ୍ୟ ଗତ ସମସ୍ୟା ଦେଖା ଦେବ। ମୀନ - ସପ୍ତମ ଚନ୍ଦ୍ର ଯୋଗୁଁ ପରିବାରରେ ସୁଖ ସନ୍ତୋଷ ରହିବ । ଚାକିରିରେ ଉତ୍ତମ ଫଳ ପ୍ରାପ୍ତ ହେବ । ବ୍ୟବସାୟରେ ଆପଣଙ୍କୁ ଆଶା ଅନୁସାରେ ଫଳ ପ୍ରାପ୍ତି ହେବ । ପରିବାର ସହ ସମୟ ଅତିବାହିତ କରିବେ । ଯାନବାହାନରେ ସତର୍କତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀ ମାନେ ଉପକୃତ ହେବେ ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ – 8249826682