ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ

NEWS7
dcp-pinak-mishra-clarified-that-the-blood-pressure-medicines-seized-from-cuttack-are-duplicate

ଭୁବନେଶ୍ବର ୨।୩: ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ ଖାତା ଦେଖା ଆରମ୍ଭ ହେବ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ ।