ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ରାଇମୋହନ ପରିଡା ଆତ୍ମହତ୍ୟା ଘଟଣାରେ ପଚରାଉଚରା, ଜବତ ମୋବାଇଲ୍‌ରୁ କିଛି ତଥ୍ୟ ମିଳିବା ନେଇ ଆଶା

27/06/2022 at 5:13 PM

ଭୁବନେଶ୍ବର ୨୭: ରାଇମୋହନ ପରିଡା ଆତ୍ମହତ୍ୟା ଘଟଣାରେ ପରିବାର, ସାଙ୍ଗସାଥୀଙ୍କୁ ପଚରାଉଚରା କରାଯାଇଛି । ରାଉମୋହନଙ୍କ ବ୍ୟବହାର କେମିତି ଥିଲା, ସେ ମାନସିକ ଚାପରେ ଥିଲେ କି ନାହିଁ, ସେନେଇ ତଦନ୍ତ ଚାଲିଛି । କିଛି ସମସ୍ୟା ନେଇ କେବେ କାହା ସହ ଆଲୋଚନା କରିଥିଲେ କି ବୋଲି ମଧ୍ୟ ପଚରାଯାଇଛି ।

ତେବେ ରାଇମୋହନଙ୍କ ମୋବାଇଲ ଫୋନ୍ ଜବତ କରାଯାଇଛି । ମୋବାଇଲ ଫୋନରୁ କିଛି ତଥ୍ୟ ମିଳିବ ବୋଲି ଆଶା କରାଯାଉଛି । ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ଭୁବନେଶ୍ବର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

   Related Posts