suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ନିକଟ ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

25/10/2018 at 10:46 AM

ଗଞ୍ଜାମ ୨୫|୧୦: ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ମାଣ୍ଡିଆପଲ୍ଲୀ ମଦ ଦୋକାନ ନିକଟ ଡ୍ରେନରୁ ଉଦ୍ଧାର ହେ।ଇଛି ମୃତଦେହ । ମୃତକ ହେଲେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଆକାଉଣ୍ଟସ ଅଫିସର ଫିଲୋମେନୋ ଶବର । ତାଙ୍କ ଘର ଘର ଗଜପତି ଜିଲ୍ଲା ଗୁମ୍ମା ଅଞ୍ଚଳରେ । ଗତ ଚାରିଦିନ ହେଲା ସେ ନିଖୋଜ ଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତାଙ୍କୁ କେହି ହତ୍ୟା କରିଛି ନା ସେ ଆତ୍ମହତ୍ୟା କରିଛନ୍ତି ସେ ନେଇ ପେ।ଲିସ ତଦନ୍ତ କରୁଛି ।

   Related Posts