AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବଦାସ ହତ୍ୟା ଘଟଣାରେ ଡିଜିଙ୍କ ପ୍ରେସମିଟ୍, କହିଲେ ତଦନ୍ତକୁ ଆହୁରି ଲାଗିବ ସମୟ
  • ||
  • ଭୁବନେଶ୍ୱର୨: CFSLର ସହାୟତାରେ ASI ଗୋପାଳ ଦାସଙ୍କ ହେବ ଭଏସ ଟେଷ୍ଟ
  • ||
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ବ୍ରହ୍ମପୁରରେ ମଦ ଦୋକାନ ସେଲ୍ସମ୍ୟାନଙ୍କୁ ହତ୍ୟା

4/10/2018 at 8:58 AM

ଗଞ୍ଜାମ ୪|୧୦: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ମଦ ଦୋକାନ ସେଲ୍‌ସମ୍ୟାନଙ୍କୁ ହତ୍ୟା କରାଯାଇଛି । ସଦର ଥାନା ଅନ୍ତର୍ଗତ ଜଗଦଳପୁର ଗାଁରେ ଘଟିଛି ହତ୍ୟାକାଣ୍ଡ । ମୃତକ ହେଲେ ବିଜୟ କୁମାର ଡାକୁଆ । ଗାଁର ଠାକୁରାଣୀ ମନ୍ଦିର ନିକଟରେ ପଡିଛି ମୃତଦେହ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପହଞ୍ଚି ସଦର ଥାନା ପୋଲିସର ତଦନ୍ତ ଜାରି ରଖିଛି ।

   Related Posts