scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବ୍ରହ୍ମପୁରରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

19/06/2018 at 4:44 AM

ବ୍ରହ୍ମପୁରରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ସହର ଉପକଣ୍ଠ ହଳଦିଆପଦର ଓ ରାଳବ ରାସ୍ତା ନିକଟରେ ଥିବା ଆଶ୍ରମ ପଛପଟୁ ମିଳିଛି ମୃତଦେହ । ମୃତକଙ୍କ ପରିଚୟ ମିଳିପାରିନି । ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ସ୍ଥାନୀୟ ଲୋକେ ମୃତଦେହ ପଡିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts