AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ

30/11/2020 at 6:02 PM

ଭୁବନେଶ୍ବର୩୦/୧୧: ବିଏମ୍‌ସି ପକ୍ଷରୁ ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କୋଭିଡ୍‌ ଟେଷ୍ଟ ବ୍ୟବସ୍ଥା କରାଯାଇଛି। ବାହାରୁ ଆସୁଥିବା ଯାତ୍ରୀ କରି ପାରିବେ ଟେଷ୍ଟ। ଭୁବନେଶ୍ବରରେ ବିଭିନ୍ନ ବସ୍ତିରେ ମଧ୍ୟ ଟେଷ୍ଟ କରାଯିବ। ଡିସେମ୍ବର ଶେଷ କିମ୍ବା ଜାନୁଆରୀରେ ସେରୋ ସର୍ଭେ କରାଯିବ।

ଡିସେମ୍ବର ଓ ଜାନୁଆରୀ ମାସ ସମସ୍ତଙ୍କ ପାଇଁ  ଗୁରୁତ୍ବପୂର୍ଣ୍ଣ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଆଲୋଚନା ପରେ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

   Related Posts