vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଝଡର ରୂପ ନେଇଛି

29/08/2018 at 2:10 AM

ଭୁବନେଶ୍ଵର;୨୯/୦୮- ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଝଡର ରୂପ ନେଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଝଡତୋଫାନ, ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ୧୩ ଜିଲ୍ଲାକୁ ସାଢେ ଦଶଟା ଯାଏଁ ସତର୍କ ପାଇଁ ପରାମର୍ଶ । ସେଗୁଡିକ ହେଲା ନୟାଗଡ. କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, ପୁରୀ, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, କୋରାପୁଟ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି

   Related Posts