oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ରାଜ୍ୟରେ ଲାଗୁହେବ କି ସପ୍ତାହାନ୍ତ ସଟ୍‌ଡାଉନ୍‌? ସାଢେ ୬ଟାରେ କ’ଣ କହିବେ ଉନ୍ନୟନ କମିଶନର..

5/01/2022 at 6:10 PM

ଭୁବନେଶ୍ବର ୦୫/୦୧ : କିଛଇ ସମୟ ପ​‌ରେ ଆସିବ ନୂଆ କୋଭିଡ୍‌ ଗାଇଡଲାଇନ୍‌ ! ସନ୍ଧ୍ୟା ସାଢେ ୬ଟାରେ କୋଭିଡ୍‌ ଗାଇଡଲାଇନ୍‌ ନେଇ କହିପାରନ୍ତି ଉନ୍ନୟନ କମିଶନର ପ୍ରଦୀପ ଜେନା । ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ କିଛି ବଡ ଘୋଷଣା କରାଯାଇପାରେ । କାରଣ ଦେଶରେ ଯେଉଁଭଳି ଭାବେ ସଂକ୍ରମଣ ବୃଦ୍ଧିପାଉଛି ତାହା ମସସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଏହାରି ମଧ୍ୟରେ କିଛି ବଡ ଘୋଷଣା କରିପାରନ୍ତି ରାଜ୍ୟ ସରକାର । ଅନ୍ୟ ରାଜ୍ୟ ଭଳି ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ କରାଯାଇପାରେ । ଆଜି ସନ୍ଧ୍ୟା ସାଢେ ୬ଟାରେ ନୂଆ ଗାଇଡଲାଇନ୍‌ ବିଷୟରେ ସୂଚନା ଦେଇପାରନ୍ତି ଉନ୍ନୟନ କମିଶନର ପ୍ରଦୀପ ଜେନା ।

   Related Posts