oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ବିଚାରପତିଙ୍କ ଘରେ ହାଜର ହେଲେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ

1/05/2022 at 7:59 PM

ଭୁବନେଶ୍ୱର ୦୧/୦୫ : ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ ମାମଲା। ବିଚାରପତିଙ୍କ ଘରେ ବିଧାୟକଙ୍କୁ କରାଗଲା ହାଜର।ସିଜେଏମ ବିଚାରପତିଙ୍କ ବାସଭବନରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ହାଜର କରାଇଲା ପୋଲିସ ।

ଖବର ଅନୁଯାୟୀ, ଶନିବାର ଦିନ ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକ ବିଡିଓଙ୍କୁ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ମାଡପିଟ କରିଥିବା ଅଭିଯୋଗ ହୋଇଥିଲା । ତିଲେଇବଣୀ ବ୍ଲକ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଏକ ସରକାରୀ କାର୍ଯ୍ୟରେ ଛେପଲିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡି ଗ୍ରାମକୁ ଯାଇଥିବା ବେଳେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ତାଙ୍କର ସମର୍ଥକ ମାନେ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କୁ ଆକ୍ରମଣ କରିଥିଲେ। ଫଳରେ ବିଡିଓଙ୍କ ଓଠ ଫାଟିଯିବା ସହ ସେ ଆହତ ହୋଇଥିବା ଅଭିଯୋଗ କରିଛନ୍ତି। ଘଟଣା ପରେ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଦେବଗଡ ଜିଲ୍ଲାପାଳଙ୍କୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି । ଆଉ ଏବେ ବିଧାୟକଙ୍କୁ ଗିରଫ କରିଛି ପୋଲିସ

ଭୁବନେଶ୍ଵରରୁ ପୋଲିସ ଗିରଫ କରି ଦେବଗଡ ଆଣୁଥିବା ବାଟରେ ଅସୁସ୍ଥ ବିଧାୟକଙ୍କୁ ଛତାବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଖାନାରେ ସାଲାଇନ ଲଗାଯିବା ସହ ଚିକିତ୍ସା ଜାରି ରହିଛି। ତିଳେଇବଣି ବିଡିଓଙ୍କୁ ମାଡ଼ ଘଟଣାରେ ରବିବାର ଦେବଗଡ଼ ବିଧାୟକଙ୍କୁ ଦେବଗଡ ପୋଲିସ ଭୁବନେଶ୍ଵରରୁ ଗିରଫ କରିଛି। କୋର୍ଟ ଚାଲାଣ ପାଇଁ ତାଙ୍କୁ ପୋଲିସ ଦେବଗଡ ଆଣୁଥିଲା।

ଶନିବାର ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକ ବିଡିଓଙ୍କୁ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ମାଡପିଟ କରିଥିବା ଅଭିଯୋଗ ହୋଇଥିଲା । ତିଲେଇବଣୀ ବ୍ଲକ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଏକ ସରକାରୀ କାର୍ଯ୍ୟରେ ଛେପଲିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡି ଗ୍ରାମକୁ ଯାଇଥିବା ବେଳେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ତାଙ୍କର ସମର୍ଥକ ମାନେ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କୁ ଆକ୍ରମଣ କରିଥିଲେ। ଫଳରେ ବିଡିଓଙ୍କ ଓଠ ଫାଟିଯିବା ସହ ସେ ଆହତ ହୋଇଥିବା ଅଭିଯୋଗ କରିଥିଲେ। ଘଟଣା ପରେ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଦେବଗଡ ଜିଲ୍ଲାପାଳଙ୍କୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି । ଆଉ ଏବେ ବିଧାୟକଙ୍କୁ ଗିରଫ କରିଛି ପୋଲିସ।

   Related Posts