ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଜଳେଶ୍ବରରୁ ୨୭ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ବେପାରୀ ଗିରଫ

18/03/2023 at 2:42 PM

ଜଳେଶ୍ୱର ୧୮।୩: ଜଳେଶ୍ବରରୁ ବ୍ରାଉନସୁଗାର ଜବତ ହୋଇଛି । ୨୭୫ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଜଣେ ବେପାରୀ ଗିରଫ ହୋଇଛନ୍ତି । ଅନୁକୂଳଚନ୍ଦ୍ର ମନ୍ଦିର ନିକଟରୁ ଜବତ କଲା ଜଳେଶ୍ବର ପୋଲିସ ।

ସୂଚନାଯୋଗ୍ୟ ଯେ, ଜଳେଶ୍ବରରୁ ପୁଣି ଜବତ ହେଲା ବ୍ରାଉନସୁଗାର । ବେପାରୀଙ୍କଠାରୁ ୨୭୫ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ତାଙ୍କ ନିକଟରୁ ନଗଦ ୧ ଲକ୍ଷ ୨୩ ହଜାର ୬୦୦ ଟଙ୍କା ଜବତ ହୋଇଛି । ଗିରଫ ବେପାରୀ ଜଣଙ୍କ ପଥରାପୁରା ଅଞ୍ଚଳର ବୋଲି ଜଣାପଡିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୭ ଲକ୍ଷ ଟଙ୍କାରୁ ଅଧିକ ହେବ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ ବାଲେଶ୍ୱର ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି ।

   Related Posts