oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ୨ ଯୁବକ ଅଟକ

19/01/2022 at 4:38 PM

ଜଳେଶ୍ବର ୧୯।୧: ଜଳେଶ୍ବର ପୋଲିସ ଦ୍ଵାରା ବିପୁଳ ପରିମାଣରେ ବ୍ରାଉନସୁଗାର ଜବତ ହୋଇଛି । ବ୍ରାଉନସୁଗାର ଚାଲାଣ ଅଭିଯୋଗରେ ଦୁଇ ଜଣ ଅଟକ । ଜଳେଶ୍ଵର ପୋଲିସ ଶେଖବାଡ ଓ ବଜାରଶୋଳ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣରେ ବ୍ରାଉନ ସୁଗାର ଜବତ କରିବା ସହିତ ୨ ଜଣ ଯୁବକକୁ ଅଟକ ରଖିଛି । ଦୁଇ ଯୁବକଙ୍କଠୁ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ ସହ ୫ରୁ ଅଧିକ ମୋବାଇଲ ଓ କିଛି ଟଙ୍କା ଜବତ କରି ଅଧିକ ତଦନ୍ତ ଜାରି ରଖିଛି ଜଳେଶ୍ବର ପୋଲିସ ।

   Related Posts