ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ଧାମନଗର ବ୍ୟାଟେଲ : ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ୫୯୯୧ ଖଣ୍ଡ ଭୋଟରେ ବିଜେପି ପ୍ରାର୍ଥୀ ଆଗୁଆ

6/11/2022 at 12:51 PM

ଭଦ୍ରକ ୦୬।୧୧ : ଧାମନଗର ଉପନିର୍ବାଚନ ଫୈସଲା । ଚାଲିଛି ଭୋଟଗଣତି । ତେବେ ୧ମ , ୨ୟ, ୩ୟ, ୪ର୍ଥ, ୫ମ, ୬ ଷଷ୍ଠ, ୭ମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିବା ବେଳେ ଅଷ୍ଟମ ରାଉଣ୍ଡରେ ବି ଆଗରେ ରହିଛନ୍ତି । ପ୍ରଥମ ରାଉଣ୍ଡରୁ ହିଁ ନିଜର ଦବ୍‌ଦବା ଜାରି ରଖିଛନ୍ତି ବିଜେପି ପ୍ରାର୍ଥୀ । ଅଷ୍ଟମ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୫୯୯୧ ଖଣ୍ଡ ଭୋଟରେ ଆଗୁଆ ରହିଛି । ତା ପଛକୁ କଡ଼ା ଟକ୍କର ଦେଉଛନ୍ତି ବିଜେଡି ପ୍ରାର୍ଥୀ । ଅତି ଶୋଚନୀୟ ସ୍ଥିତିରେ କଂଗ୍ରେସ ।

ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ୩୬୦୭୩ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୩୦୦୮୨ ଭୋଟ ପାଇଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ୧୧୨୨ ଏବଂ ଅନ୍ୟାନ୍ୟ ୫୧୪୭ ଭୋଟ ପାଇଛନ୍ତି । ଭୋଟ ୧୪ଟି ଟେବୁଲରେ ଚାଲିଛି ଭୋଟ ଗଣତି ।

   Related Posts