ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଧାମନଗର ବିଗ୍‌ ବ୍ୟାଟେଲ : ନବମ ରାଉଣ୍ଡ ଶେଷ ସୁଦ୍ଧା ୫୨୬୫ ଖଣ୍ଡ ଭୋଟରେ ବିଜେପି ପ୍ରାର୍ଥୀ ଆଗୁଆ

6/11/2022 at 1:25 PM

ଭଦ୍ରକ ୦୬।୧୧ : ଧାମନଗର ଉପନିର୍ବାଚନ ଫୈସଲା । ଚାଲିଛି ଭୋଟଗଣତି । ତେବେ ୧ମ , ୨ୟ, ୩ୟ, ୪ର୍ଥ, ୫ମ, ୬ ଷଷ୍ଠ, ୭ମ, ୮ମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିବା ବେଳେ ନବମ ରାଉଣ୍ଡରେ ବି ଆଗରେ ରହିଛନ୍ତି । ପ୍ରଥମ ରାଉଣ୍ଡରୁ ହିଁ ନିଜର ଦବ୍‌ଦବା ଜାରି ରଖିଛନ୍ତି ବିଜେପି ପ୍ରାର୍ଥୀ । କିନ୍ତୁ ଅଷ୍ଟମ୍‌ ରାଉଣ୍ଡରେ କିଛି ଅଧିକ ଭୋଟ ପାଇଛନ୍ତି ବିଜେଡି ପ୍ରାର୍ଥୀ । ନବମ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୫୨୬୫ ଖଣ୍ଡ ଭୋଟରେ ଆଗୁଆ ରହିଛି । କଡ଼ା ଟକ୍କର ଦେଉଛନ୍ତି ବିଜେଡି ପ୍ରାର୍ଥୀ । ଅତି ଶୋଚନୀୟ ସ୍ଥିତିରେ କଂଗ୍ରେସ ।

ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ୪୧୦୮୯ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୩୫୮୨୪ ଭୋଟ ପାଇଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ୧୨୩୬ ଏବଂ ଅନ୍ୟାନ୍ୟ ୫୫୩୧ ଭୋଟ ପାଇଛନ୍ତି । ଭୋଟ ୧୪ଟି ଟେବୁଲରେ ଚାଲିଛି ଭୋଟ ଗଣତି ।

   Related Posts