ଭଦ୍ରକ ୦୬।୧୧ : ଧାମନଗର ଉପନିର୍ବାଚନ ଫୈସଲା । ଚାଲିଛି ଭୋଟଗଣତି । ଲଗାତର ଭାବେ ପ୍ରତି ରାଉଣ୍ଡରେ ବିଜେପି ପ୍ରାର୍ଥୀଙ୍କ ଭୋଟ୍ ବ୍ୟବଧାନ ବଢିଚାଲିଛି । ୧ମ , ୨ୟ, ୩ୟ, ୪ର୍ଥ, ୫ମ, ୬ ଷଷ୍ଠ, ୭ମ, ୮ମ, ୯ମ, ୧୦ମ, ୧୧, ୧୨, ୧୩, ୧୪, ୧୫, ୧୬ତମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିବା ବେଳେ ୧୭ତମ ରାଉଣ୍ଡରେ ବି ଆଗରେ ରହିଛନ୍ତି । ପ୍ରଥମ ରାଉଣ୍ଡରୁ ହିଁ ନିଜର ଦବ୍ଦବା ଜାରି ରଖିଛନ୍ତି ବିଜେପି ପ୍ରାର୍ଥୀ । ୧୭ତମ ରାଉଣ୍ଡର ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୮୮୨୫ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି । କଡ଼ା ଟକ୍କର ଦେଉଛନ୍ତି ବିଜେଡି ପ୍ରାର୍ଥୀ । ଅତି ଶୋଚନୀୟ ସ୍ଥିତିରେ କଂଗ୍ରେସ ରହିଛି ।
ନବ ଦାସ ହତ୍ୟା ଘଟଣା : ସିବିଆଇ ତଦନ୍ତ ଦାବିରେ ହାଇକୋର...