ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଜବର ଦଖଲ ଉଚ୍ଛେଦକୁ ସ୍ଥାନୀୟ ବାସିନ୍ଦାଙ୍କ ବିରୋଧ, ପ୍ରତିବାଦରେ ଧାରଣାରେ ବସିଲେ

25/05/2022 at 1:14 PM

ଖୋର୍ଦ୍ଧା ୨୫/୦୫: ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ୧୬ ନଂମ୍ବର ଜାତୀୟ ରାଜପଥ ଗୟାବନ୍ଧ ଛକରେ ବ୍ୟବସାୟୀ ଓ ଗ୍ରାମବାସୀଙ୍କ ଧାରଣା । ଏଠାରେ ଥିବା ସରକାରୀ ଜମିରେ ଥିବା ଆଠଟି ବେଆଇନ ଦୋକାନ ଘର ଉଛେଦକୁ ବିରୋଧ କରି ଦିଆଯାଇଛି ଧାରଣା ।

ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦକୁ ନେଇ ଆଜି ନୋଟିସ ଜାରି କରାଯାଇଥିଲା । ଘଟଣା ସ୍ଥଳରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ନିଜେ ଖୋର୍ଦ୍ଧା ଏସ୍ଡିପିଓ ଖୋର୍ଦ୍ଧା ତହସିଲଦାର ଉପସ୍ଥିତ ରହି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଛନ୍ତି ।

   Related Posts