ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଅନୁଗୁଳ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଉଥବଲଣ୍ଡାରେ ରାବଣ ପୋଡି ଉତ୍ସବରେ ହେବେ ସାମିଲ୍

5/10/2022 at 10:11 AM

ଅନୁଗୁଳ ୦୫/୧୦: ଆଜି ଅନୁଗୁଳ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଳଚେର ମୁନିସିପାଲଟିର ୧୮ ନମ୍ବର ୱାର୍ଡରେ ଏକ କଲ୍ୟାଣ ମଣ୍ଡପର ଭୂମିପୂଜନ ଉତ୍ସବରେ ସାମିଲ ହେବେ ।

ଅପରାହ୍ନ ୪ଟା ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସନ୍ଧ୍ୟା ୭ଟାରେ ତାଳଚେର ସାଉଥବଲଣ୍ଡାରେ ରାବଣ ପୋଡି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେଣୁ ରାବଣ ପୋଡି ପାଇଁ ବିଜେପି ପକ୍ଷରୁ ବ୍ୟାପକ ଆୟୋଜନ ଚାଲିଛି । ଏହା ପରେ କେନ୍ଦ୍ରମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତ କାର୍ଯ୍ୟକ୍ରମ ରହିଛି ।

   Related Posts