vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଧର୍ମେନ୍ଦ୍ର ହନୁମାନ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପ୍ରଭୁ ଶ୍ରୀରାମ

26/08/2018 at 4:09 AM

ଭୁବନେଶ୍ୱର ୨୬/୮ : ଗତକାଲି ବାଲେଶ୍ବରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ, ମୁଁ ମୋଦିଙ୍କ ହନୁମାନ, ମୋ ଲାଙ୍ଗୁଡରେ ନିଆଁ ଲଗାଅନି, ନହେଲେ ଫଳ ଭୋଗିବ । ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡିର ବରିଷ୍ଠ ନେତା ଶଶୀଭୂଷଣ ବେହେରା କହିଛନ୍ତି ଧର୍ମେନ୍ଦ୍ର ହନୁମାନ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ପ୍ରଭୂ ଶ୍ରୀରାମ । କଂଗ୍ରେସର ବରିଷ୍ଠ ନେତା ଜୟଦେବ ଜେନା କହିଛନ୍ତି, ଧର୍ମେନ୍ଦ୍ର ହେଉଛନ୍ତି ପେଟ୍ରୋଲିୟମ ବିଭାଗ ମନ୍ତ୍ରୀ, ତେଣୁ ନିଆଁ ଲଗାଇଲେ ନିଜ ବିଭାଗର କ୍ଷତି ହେବ ।

   Related Posts