ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ଜମି ବିବାଦକୁ ନେଇ ଟ୍ୱିଟ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

Published By : Prameya-News7 Bureau | May 06, 2018 IST

ଷ୍ଟୁଡିଓର ପୁନରୁଦ୍ଧାର ପାଇଁ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଷ୍ଟୁଡିଓକୁ ନୂଆ ରୂପ ଦେବା ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିବେ ବୋଲି ଟ୍ୱିଟରରେ ଟ୍ୱିଟ କରିଛନ୍ତି | ଏହା ସହ ଷ୍ଟୁଡିଓ ପାଇଁ ଆର୍ଥିକ ଓ ଅନ୍ୟାନ୍ୟ ସହାୟତା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବେ ବୋଲି କହିଛନ୍ତି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.