vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ତିତଲି’ ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ

17/10/2018 at 10:04 AM

ଭୁବନେଶ୍ବର ୧୭|୧୦: ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ତିତଲି’ ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ । ‘ତିତଲି’ ବାତ୍ୟାରେ ଗଜପତି ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବନ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ଗଞ୍ଜାମ ଜିଲ୍ଲା । କେନ୍ଦ୍ରମନ୍ତ୍ରୀ ଗଜପତି ଜିଲ୍ଲାର ଗଙ୍ଗାବାଡ ଓ ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳ ଗସ୍ତ କରିବେ ବୋଲି ବିଜେପି କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛି ।

   Related Posts