ଭୋଜି ଖାଇ ଝାଡ଼ାବାନ୍ତିରେ ଆକ୍ରାନ୍ତ, ୩୩ ଜଣ ହସ୍ପିଟାଲରେ ଭର୍ତ୍ତି

Published By : Prameya-News7 Bureau | November 13, 2023 IST

ଦେବଗଡ଼: ଭୋଜି ଖାଇ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଲେ ୩୩ ଜଣ। ଘଟଣା ଘଟିଛି କଣ୍ଢଳ ଗ୍ରାମ ଲୁହୁରା ସାହିରେ। ଏଠାରେ ଶୁଦ୍ଧିୟାରେ ଭୋଜି ଖାଇ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି ୩୩ ଜଣ। ଆକ୍ରାନ୍ତଙ୍କ ମଧ୍ୟରୁ ମଧ୍ୟରୁ ଦଶ ଜଣକୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Updating...

You Can Also Read: ଶିକ୍ଷକ ନିଯୁକ୍ତି ଦାବିରେ ଅଭିଭାବକ ଓ ଛାତ୍ରଛାତ୍ରୀ ସ୍କୁଲ ସମ୍ମୁଖରେ ଗଣଧାରଣା, ବ୍ଲକ ଶିକ୍ଷାଧିକାରିଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.