oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପିଥିଣ୍ଡା ଗ୍ରାମରେ ଡାଇରିଆ ଆତଙ୍କ, ୨୨ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

10/08/2022 at 10:56 PM

ଝାରସୁଗୁଡା, ୧୦/୦୮: ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ପିଥିଣ୍ଡା ଗ୍ରାମରେ ଡାଇରିଆ ଆତଙ୍କ l ଗ୍ରାମରେ ୨୨ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ବେଳେ ୧୬ ଜଣ ଲଖନପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ଏ ନେଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ବୈକୁଣ୍ଠ ନାଥ କଶ୍ୟପ ସୂଚନା ଦେଇଛନ୍ତି  l ସମସ୍ତ ଆକ୍ରାନ୍ତଙ୍କ ଚିକିତ୍ସା କରାଯିବା ସହ ପିଥିଣ୍ଡା ଗ୍ରାମକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ l

   Related Posts