ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଚାନ୍ଦବାଲି : ଦୁର୍ଘଟଣା ପରେ ଡଙ୍ଗାରୁ ନଦୀକୁ ଖସିପଡିଲେ ୨ ଜଣ, ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ସୁରକ୍ଷିତ ଉଦ୍ଧାର
  • ||
  • ରାହୁଲ ଗାନ୍ଧିଙ୍କୁ ଝଟକା ।। ରଦ୍ଦ ହେଲା ଲୋକସଭା ସଦସ୍ୟତା
  • ||
  • ସମ୍ବଲପୁର : ସମ୍ବଲପୁରରୁ ନକଲି ମଦ କାରଖାନା ଠାବ, ମଦ ତିଆରି ସାମଗ୍ରୀ ଜବତ
  • ||
  • ଭୁବନ : ମାମୁଁ ଘର ଯିବାବେଳେ ଧକ୍କା ଦେଲା ଟ୍ରକ୍ : ଚାଲିଗଲା ଝିଅର ଜୀବନ, ବାପା ଗୁରୁତର
  • ||
  • ସାନଖେମୁଣ୍ଡି : ମନ୍ଦିର ନିର୍ମାଣରେ ବ୍ୟବହୃତ ଗାଡି ପୋଡିଦେଲେ ଅଜଣା ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ବର : କେଶରୀ ରିୟଲ ଇଷ୍ଟେଟ୍ ଅଫିସରେ ED ରେଡ୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ପୁରୀ : ପୁରୀ ବେଳାଭୂମିରେ ମରିପଡିଛି ଅଲିଭ୍ ରିଡ୍‌ଲେ, ନିକଟରେ ପଡିରହିଛି ଅଣ୍ଡା
  • ||
  • କାମାକ୍ଷାନଗର : ମାରଣାସ୍ତ୍ର ଦେଖାଇ ଲୁଟ୍, ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ୨ଲକ୍ଷ ଟଙ୍କା ଲୁଟିନେଲେ ଦୁଇ ଲୁଟେରା
  • ||
  • ଯାଜପୁର : ଦୀର୍ଘ ୧୬ ଘଣ୍ଟା ପରେ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ, ଗୁରୁବାରଠୁ ଥିଲେ ନିଖୋଜ
  • ||
  • ଘଟଗାଁ : ଶିକ୍ଷକଙ୍କ ମନମୁଖି କାର୍ଯ୍ୟକୁ ଗ୍ରାମବାସୀଙ୍କ ବିରୋଧ, ଆଉ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ପାଇଁ ଦାବି
  • ||

ଦିବ୍ୟାଙ୍ଗ ଯୁବକଙ୍କ ଉନ୍ମୁକ୍ତ କାଣ୍ଡ, ବେକ କାଟି ଆତ୍ମହତ୍ୟା ଉଦ୍ୟମ ବେଳେ କାବୁ

13/02/2023 at 12:25 PM

ନବରଙ୍ଗପୁର ୧୩/୦୨: ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଦିବ୍ୟାଙ୍ଗ ଯୁବକଙ୍କ ଉନ୍ମୁକ୍ତ କାଣ୍ଡ । ବ୍ଲେଡ଼ରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ ସହ ରୋଗୀ ସମ୍ପର୍କୀୟଙ୍କ ବିଶ୍ରାମ ଗୃହ ଉପରେ ଚଢ଼ି ଡେଉଁ ପଡି ଆତ୍ମହତ୍ୟା ଉଦ୍ୟମ ।

ଦୀର୍ଘ ସମୟର କସରତ ପରେ ଅଗ୍ନିଶମ ବାହିନୀ, ମେଡ଼ିକାଲ କର୍ମଚାରୀ ଓ ମେଡ଼ିକାଲରେ ଥିବା ରୋଗୀଙ୍କ ସମ୍ପର୍କିୟଙ୍କ ଉଦ୍ୟମରେ ଉଦ୍ଧାର । ଯୁବକର ନାମ ଶ୍ୟାମ ହରିଜନ ବୋଲି ସୂଚନା ମିଳିଛି । ସେ ମେଡ଼ିକାଲ ନିକଟରେ ରହୁଥିବା ସୂଚନା ମିଳିଛି ।

ତେବେ କାହିଁକି ଏଭଳି ଉଦ୍ୟମ କରିଥିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ମେଡ଼ିକାଲ ରେ ତାହାର ଚିକିତ୍ସା ଜାରି ରହିଛି । ଅନ୍ୟପଟେ ଯୁବକର ଠିକଣା ଖୋଜି ତା ପରିବାର ସହ ଯୋଗାଯୋଗ କରିବାକୁ ଚେଷ୍ଟା କରୁଛି ପୋଲିସ ।

   Related Posts