ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତକୁ ଅଟକ ରଖି ଚାଲିଛି ଜେରା

Published By : Prameya-News7 Bureau | March 13, 2020 IST

ନିଆଳି ୧୩।୩: ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ନିଆଳି କସର୍ଦ୍ଦା ଫାଣ୍ଡି ବଢାଇସାହି ନିକଟରେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗ ପରେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ନିଆଳି ଥାନା ପୋଲିସ । କସର୍ଦ୍ଦାରେ ଚାଲିଥିବା ଦୋଳ ମେଳନ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି । ଘଟଣାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.