oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଟ୍ରକ୍ ପଛରେ ପିଟିହେଲା ଆଉ ଏକ ଟ୍ରକ୍, ଡ୍ରାଇଭରଙ୍କ ମୃତ୍ୟୁ

29/07/2022 at 2:48 PM

ମାର୍ଶାଘାଇ ୨୯।୭: ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ହଳଦିଆଗୋଡା ଛକରେ ଦୁର୍ଘଟଣା । ଟ୍ରକ୍ ପଛରେ ପିଟି ହେଲା ଟ୍ରକ୍ । ଦୁର୍ଘଟଣା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ହଳଦିଆଗୋଡା ଛକରେ ଟ୍ରକ୍ ସହ ଟ୍ରକ୍ ଧକ୍କା ହୋଇଥିଲା । ଦୁର୍ଘଟଣା ଫଳରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।  ମୃତ ଡ୍ରାଇଭର ଜଣଙ୍କ ଗଞ୍ଜାମ ଜିଲ୍ଲା ବଡନନ୍ଦା ଗାଁର ଟୁନା ମାଝୀ ବୋଲି ଜଣାପଡିଛି । ଟ୍ରକ୍ ପଛରେ ଟ୍ରକ୍‌ଟି ପିଟି ହେବା ପରେ ଡ୍ରାଇଭର ଜଣଙ୍କ ଗାଡି ଭିତରେ ଚାପି ହୋଇ ରହିଥିଲେ । ସ୍ଥାନୀୟ ଲୋକେ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଗ୍ୟାସ କଟରରେ ଗାଡିକୁ କାଟି ତାଙ୍କୁ ବାହାର କରିଥିଲେ । ସେଠାରୁ ତାଙ୍କୁ କେନ୍ଦ୍ରାପଡା ମେଡିକାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts