ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ୍‌, ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

NEWS7
due-to-heavy-rain-gosani-yatra-was-postponed-at-the-shri-khetra

ଭୁବନେଶ୍ୱର ୨୬।୦୧ : ସାରା ଦେଶ ପାଳୁଛି ୭୭ ତମ ଗଣତନ୍ତ୍ର ଦିବସ । ଏହିଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ସମାରୋହ ଅନୁଷ୍ଠିତ । ଜନପଥରେ ଗଣତନ୍ତ୍ର ଦିବସ ଅବସରରେ ପତାକା ଉତ୍ତୋଳନ କରିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହିତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ଉପସ୍ଥିତ ରହିଥିଲେ । ସେହିପରି ଅନେକ ବରିଷ୍ଠ ଅଧିକାରୀ ଗଣତନ୍ତ୍ର ଦିବସ ଅବସରରେ ଗାନ୍ଧୀମାର୍ଗରେ ଉପସ୍ଥିତ ରହିଥିଲେ ।