oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ବେଶ୍ ଧୁମ୍‌ଧାମ୍‌ରେ ଚାଲିଛି ଦୁର୍ଗାପୂଜା

17/10/2018 at 10:25 AM

କେନ୍ଦ୍ରାପଡା ୧୭|୧୦:  ଧରାବତର କରିଛନ୍ତି ଜଗତଜନନୀ ମା’ ଦୁର୍ଗା ।  ପୁରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ଦୁର୍ଗାପୂଜାକୁ ବେଶ୍ ଧୁମଧାମରେ ପାଳନ କରୁଛନ୍ତି କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇବାସୀ । ଆଜି ମାଆଙ୍କ ଅଷ୍ଟମୀ ପୂଜା ଥିବାରୁ ବିଭିନ୍ନ ପୂଜା ମଣ୍ଡପରେ ଭକ୍ତଙ୍କ ଭିଡ ଜମିବାରେ ଲାଗିଛି । ମାଆଙ୍କ ବ୍ରତ ରଖିବା ସହ ପୂଜାର୍ଚ୍ଚନା କରୁଛନ୍ତି ଭକ୍ତ ।  ପଟ୍ଟାମୁଣ୍ଡାଇର ବହୁ ପୁରାତନ କଚେରି ଦୁର୍ଗ। ମଣ୍ଡପରେ ବହୁ ଶ୍ରଦ୍ଧାଳୁଙ୍କ ଆଗମନ ଦେଖିବାକୁ ମିଳିଛି ।

   Related Posts