ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ବାଲେଶ୍ବର : କମ୍ଭାରପାଳ ନିକଟରେ ମା-ପୁଅଙ୍କ ଉପରେ ଚଢିଗଲା ଟ୍ରକ, ଚାଲିଗଲା ଜୀବନ

24/08/2021 at 6:45 PM

ନୀଳଗିରି ୨୪/୦୮ : ବାଲେଶ୍ବର ଜିଲ୍ଲା ଔପଦା ବ୍ଲକ୍ କମ୍ଭାରପାଳ ନିକଔଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଯାଉଥିବା ବେଳେ ମା-ପୁଅଙ୍କ ଉପରେ ଚଢିଗଲା ଟ୍ରକ । ଘଟଣା ସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।

   Related Posts