ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଆହତ

18/12/2020 at 7:46 AM

କେ.ନୂଆଗାଁ୧୮/୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟ୍ରକ ଧକ୍କାରେ ଜଣେ ମୃତ ଏବଂ ୨ ଆହତ।ଗତକାଲି ଚିକିଟି କେ. ନୂଆଁଗାଁ ଥାନା ଅନ୍ତର୍ଗତ ରାଧାମୋହନପୁର ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।ମିଳିଥିବା ସୂଚନା ମୁତାବକ, ପି. ନାରାୟଣ ନିଜ ଗ୍ରାମ ନିମକୁଡ଼ିଆରୁ ଚିକିଟି ଅଭିମୁଖେ ମୋଟର ସାଇକେଲରେ ଯାଉଥିବା ବେଳେ ଚିକିଟିରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ମୋଟର ସାଇକେଲକୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

   Related Posts